ଖଇଗାଁ ଦର ଆକାଶଛୁଆଁ: ନଈମଝିକୁ ଯାଇ ଡଙ୍ଗିରେ ଜାଲ ପକାଇ ଧରୁଛନ୍ତି ଧୀବର
ମହାକାଳପଡ଼ା,୫।୧ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ ଗ୍ରାମ ମହାନଦୀ ସଂଲଗ୍ନ ବନ୍ତନାଶି କନ୍ଧା ମୁହାଣଠାରେ ଖଇଙ୍ଗା ମାଛ ଧରିବାକୁ ଡଙ୍ଗିରେ ଧୀବରମାନେ ଭଉଁରି ଜାଲ ପକାଉଥିବା ଦେଖିବାକୁ ମିଳିଛି। କୋହଲା ପାଗ ସାଙ୍ଗକୁ ପୂର୍ଣ୍ଣିମା ତିଥି…
ମାଛ ଧରିବା ସମୟରେ ୨ ଜଣଙ୍କ ଉପରେ ଅଜାଡ଼ି ହୋଇପଡ଼ିଲା ବିଜୁଳି, ଆଉ ତା’ ପରେ…
ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ୨ ଜଣ ବ୍ୟକ୍ତି ନିଜ ଜୀବନକୁ ବାଜି ଲଗାଇ ମାଛ ଧରୁଥିବାର ନଜର ଆସିଛନ୍ତି। ଭିଡିଓରେ ଦେଖାଯାଉଛି, ଝଡ଼ପବନ ଆସୁଛି। ମେଘର ପ୍ରବଳ ଗର୍ଜନ ଶୁଣାଯାଉଛି, କିନ୍ତୁ ଏହା ସତ୍ତ୍ୱେ…
ବଙ୍ଗୋପସାଗରରେ ବୁଡ଼ିଲା ୨ ମାଛଧରା ଟ୍ରଲର, ୨୯ ମତ୍ସ୍ୟଜୀବୀ ବୁଡ଼ି ଯାଉଥିବା ଦେଖି…
ଭୋଗରାଇ,୨୨ା୬(ପ୍ରଦୀପ ଦାସ): ବଙ୍ଗୋପସାଗର ଉତ୍ତାଳ ଥିବାରୁ ଇଲିସି ଧରିବାକୁ ଯାଇଥିବା ଦୀଘା ସମୁଦ୍ରଠାରୁ ୧୦୦ ମାଇଲ ଦୂର ଜମ୍ବୁ ଦୀପ ନିକଟରେ ୨ଟି ବଙ୍ଗୀୟ ମାଛ ଧରା ଟ୍ରଲର ଶନିବାର ଦୁର୍ଘଟଣାଗସ୍ତ ହୋଇଥିଲା। ସମୁଦ୍ର ଗର୍ଭରେ ଟ୍ରଲର ୨ଟି ବୁଡିଯାଉ ଥିବା…
ସମୁଦ୍ରରୁ ମାଛଧରା ବନ୍ଦ ପରେ ପୁଟି ଦେଉଛି ରୋଜଗାର
ପାରାଦୀପ,୧୯।୪(ଶରତ ରାଉତ): ରାଜ୍ୟର ଉପକୂଳ ଓଡ଼ିଶାରେ ଏବେ ସାମୁଦ୍ରିକ ମାଛଧରା ବନ୍ଦର ଅଛି। ଏହା ମଧ୍ୟରେ ମାଛ ଗଦି କରିଥିବା ବ୍ୟବସାୟୀମାନେ ପୁଟି ବେପାର ଉପରେ ଗୁରୁତ୍ୱ ଦେଲେଣି। ଯେଉଁ ଅଳ୍ପ ପୁଟି ମିଳୁଛି ତାକୁ ଶୁଖାଇ ବିକ୍ରି ଉପରେ ଧ୍ୟାନ…
୬୧ ଦିନ ଯାଏ ମାଛ ଧରିବା ମନା
ପାରାଦୀପ,୧୫।୪(ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ସମେତ ରାଜ୍ୟର ସମସ୍ତ ଉପକୂଳ ଜିଲାରେ ସୋମବାରଠାରୁ ୬୧ ଦିନ ମାଛ ଧରିବା ଉପରେ କଟକଣା ଜାରି କରାଯାଇଛି। ଏହି ୨ମାସରେ କୌଣସି ମତ୍ସ୍ୟଜୀବୀ ସମୁଦ୍ରରେ ମାଛ ଧରି ପାରିବେ ନାହିଁ। ମତ୍ସ୍ୟ ନିର୍ଦ୍ଦେଶାଳୟ…
Archives


