ଶିକାରୀଙ୍କୁ ଧରୁଛି ଏଆଇ କ୍ୟାମେରା, ପାଞ୍ଚ ଜଣଙ୍କୁ ବାନ୍ଧିଲା ବନ ବିଭାଗ ଶିମିଳିପାଳ,୨୮।୮: ସରକାରଙ୍କ ଦ୍ୱାରା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ଲଗାଯାଇଥିବା ଏଆଇ କ୍ୟାମେରା ସାହାଯ୍ୟରେ ଧରାପଡିଛନ୍ତି ଶିକାରୀ। ବୁଧବାର ବନ ବିଭାଗ ଦ୍ୱାରା ପାଞ୍ଚ ଜଣଙ୍କୁ ଗିରଫ କରି ସେମାନଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ସାଉଥ ୱାଇଲ୍ଡ ଲାଇଫ ରେଞ୍ଜରେ...