ବାତ୍ୟା ଅର୍ଣ୍ଣବ: ଛତିଶଗଡ଼ ମୁହାଁଇବା ବେଳେ ଓଡ଼ିଶା ଉପରେ ପଡ଼ିବ ବଡ଼ ପ୍ରଭାବ, ଦକ୍ଷିଣ ଓଡ଼ିଶାରେ ପବନ…
ଭୁବନେଶ୍ଵର: ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଜାରି ରହିଛି । କିଛି ସମୟ ମଧ୍ୟରେ ଏହି ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ । ଏହାପରେ ଅତି ଭୀଷଣ ବାତ୍ୟା ‘ଅର୍ଣ୍ଣବ’ ଧିରେ ଧିରେ ଉତ୍ତର-ପଶ୍ଚିମ ଦିଗକୁ ଗତି…

