ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ… ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଆସିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି ସାରି ଷ୍ଟାଣ୍ଡାର୍ଡ ସେଫ୍ଟି ପ୍ରୋଟୋକଲ ପାଇଁ ଦିଲ୍ଲୀ ଫେରି ଆସିଲା। ବିମାନରେ ୨୩୦ ଯାତ୍ରୀ…