ଆକାଶ ମାର୍ଗରେ ଏକାଠି ହେଲେ ପାକିସ୍ତାନ-ବାଂଲାଦେଶ, ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ କରାଚୀ,୩୦।୧: ୧୪ ବର୍ଷ ପରେ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବିମାନ ସେବା ପୁନର୍ବାର ଆରମ୍ଭ ହୋଇଛି। ବାଂଲାଦେଶର ଜାତୀୟ ବିମାନ କମ୍ପାନୀ, ବିମାନ ବାଂଲାଦେଶ ଏୟାରଲାଇନ୍ସ, ଢାକାରୁ କରାଚୀକୁ ପ୍ରଥମ ସିଧାସଳଖ ବିମାନ ସେବା ଆରମ୍ଭ କରିଛି। ଏହି…