ମାଇକ୍ରୋସଫ୍ଟ ସେବା ବ୍ୟାହତ ଯୋଗୁ ଭାରତରେ ବିମାନ ସେବା ପ୍ରଭାବିତ; ୩ଟି ବିମାନ ବାତିଲ, ୨ଟି ବିଳମ୍ବିତ
ନୂଆଦିଲ୍ଲୀ,୧୩।୧୧: ମାଇକ୍ରୋସଫ୍ଟ (Microsoft) ସେବାରେ ବ୍ୟାଘାତ ଯୋଗୁ ଭାରତରେ ବିମାନ ସେବା ଉପରେ ଏହାର ପ୍ରଭାବ ପଡ଼ିଛି। ସ୍ପାଇସଜେଟ (SpiceJet) ଦିଲ୍ଲୀରୁ ଛାଡୁଥିବା ନିଜର ତିନୋଟି ବିମାନ ଉଡ଼ାଣକୁ ବାତିଲ କରିଦେଇଛି। ଅନ୍ୟ ବିମାନ କମ୍ପାନୀଗୁଡ଼ିକରେ ବର୍ତ୍ତମାନ ସୁଦ୍ଧା ଏଭଳି କୌଣସି…

