ଜାନୁଆରୀ ୧ରୁ ଓଡ଼ିଶାରୁ ୭ ସହରକୁ ସିଧାସଳଖ ଉଡ଼ିବ ବିମାନ ଭୁବନେଶ୍ୱର,୩୦।୧୨(ଅନିଲ ଦାସ): ଆସନ୍ତା ଜାନୁୟାରୀ ପହିଲାରୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଦେଶର ୪ଟି ସହରକୁ ଏବଂ ଜାନୁଆରୀ ୩ ତାରିଖରୁ ବିଜୁପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ୫ ସହରକୁ ବିମାନ ଉଡ଼ିବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ...