ଆସିଲା Flipkart Big Billion Days Saleର ତାରିଖ! iPhone 17 ଉପରେ ମିଳିବ ଭାରି ଡିସ୍କାଉଣ୍ଟ, କମିଯିବ ଏତେ… ନୂଆଦିଲ୍ଲୀ,୧୧।୯: ଅନଲାଇନ ସପିଂ ପ୍ରେମୀଙ୍କ ପାଇଁ ବଡ଼ ଖବର। ଫ୍ଲିପକାର୍ଟର ବର୍ଷର ସବୁଠୁ ବଡ଼ ଫେଷ୍ଟିଭ ସେଲ Big Billion Days 2026 ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଆସନ୍ତା ମାସରେ ଆୟୋଜିତ ହେବାକୁ ଥିବା ଏହି ମେଗା ସେଲରେ ସ୍ମାର୍ଟଫୋନ,…