Tag Archives: flood

ବର୍ଷାରେ ବେହାଲ ରାସ୍ତା, ସାମାନ୍ୟ ବର୍ଷିଲେ ସୃଷ୍ଟି ହେଉଛି ବନ୍ୟାର ଭ୍ରମ

ଦାରିଙ୍ଗବାଡ଼ି,୯ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଗତ କିଛି ମାସ ହେଲା ବର୍ଷା ହେଉଥିବା ବେଳେ ୩ ତାରିଖଠାରୁ ନିୟମିତ ବର୍ଷା ହେଉଛି। ଗୋଟିଏ ପରେ ଗୋଟିଏ ଲଘୁଚାପ ସୃଷ୍ଟି ହେଉଥିବା ବେଳେ ଦାରିଙ୍ଗବାଡ଼ି ଅଞ୍ଚଳରେ ଏହି ବର୍ଷା ଲୋକଙ୍କୁ...

ବଢୁଛି ବନ୍ୟା ଭୟ, ମୁଣ୍ଡୁଳି ଛୁଇଁଲା ହୀରାକୁଦ ପାଣି

ଭୁବନେଶ୍ୱର,୨୬।୯: ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଫଳରେ ପ୍ରାୟ ସବୁ ନଦୀର ଜଳସ୍ତର ବଢିବାରେ ଲାଗିଛି। ଏପଟେ ହୀରାକୁଦର ୨୦ଟି ଗେଟ ଖୋଲାଥିବାରୁ ଏବେ ମହାନଦୀର ଜଳସ୍ତର ମଧ୍ୟ ବଢିବାରେ ଲାଗିଛି। ମୁଣ୍ଡୁଳିରେ ହୀରାକୁଦ ପାଣି ପହଞ୍ଚିବା ଫଳରେ...

ବନ୍ୟାରେ ବୁଡ଼ିଗଲାଣି ୨ହଜାର ଗାଁ, ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନରେ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୯: ଜାତୀୟ ରାଜଧାନୀ ଦିଲ୍ଲୀ ସମେତ ଉତ୍ତର ଭାରତର ଅନେକ ରାଜ୍ୟ ବନ୍ୟା କବଳରେ। ସବୁଠାରୁ ଖରାପ ପରିସ୍ଥିତି ପଞ୍ଜାବରେ। ଯେଉଁଠି ୨୦୦୦ରୁ ଅଧିକ ଗାଁ ଜଳମଗ୍ନ ହୋଇଯାଇଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଶହ ଶହ ଗାଈଗୋରୁ...

ପାଣି ଶେଷ କରିଦେଲା ଭାରତ-ପାକିସ୍ତାନ ସୀମା ବିବାଦ! ବନ୍ୟାରେ ଧୋଇଗଲା ୩୦ କିଲୋମିଟର ବାଡ଼

ନୂଆଦିଲ୍ଲୀ,୫।୯: ଚଳିତ ବର୍ଷର ବନ୍ୟା ପଞ୍ଜାବରେ ତାଣ୍ଡବ ରଚିଛି। ଏହି ସମୟରେ, ପଞ୍ଜାବର ଫିରୋଜପୁର ଜିଲ୍ଲାରେ ଭାରତ-ପାକିସ୍ତାନ ସୀମାରେ ଥିବା ଆରାଜି ଆଡଭାନ୍ସ ବନ୍ଧ ଧୋଇ ହୋଇଯାଇଛି। ଏହାକୁ ରକ୍ଷା କରିବା ପାଇଁ ଗ୍ରାମବାସୀ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ କରୁଛନ୍ତି।...

ମହାନଦୀରେ ବଢ଼ିବ ଜଳସ୍ତର, ଯନ୍ତ୍ରୀ କହିଲେ ୩ ମାସରେ…

କଟକ,୪ା୯: ୩ ମାସରେ ବୈତରଣୀରେ ତୃତୀୟ ଥର ପାଇଁ ବନ୍ୟା ଆସିଛି। ଏନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ। ୧୪ ବ୍ଲକ୍‌ରେ ୧୦୦ ମିମିରୁ ଅଧିକ, ୪୨ ବ୍ଲକରେ ୫୦ ମିମିରୁ ଅଧିକ...

‘ଭାରତ ପାଣି ଛାଡିଲା ବୋଲି ଭାସି ଆସିଲା ମୃତଦେହ…’, ବୁଡ଼ିଯିବା ପରେ ବି ପୁରୁଣା ପ୍ରକୃତି ଛାଡୁନାହିଁ ପାକିସ୍ତାନ

ଇସଲାମାବାଦ,୨୯।୮: ପାକିସ୍ତାନର ପଞ୍ଜାବ, ସିଆଲକୋଟ ଏବଂ ଅନ୍ୟାନ୍ୟ ଅଞ୍ଚଳରେ ଭୟଙ୍କର ବନ୍ୟା ଜୀବନଯାତ୍ରାକୁ ବିପର୍ଯ୍ୟସ୍ତ କରିଦେଇଛି। ଏପର୍ଯ୍ୟନ୍ତ ୮୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ୧୨ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ୨.୫ ଲକ୍ଷ ଲୋକ ବାସଚ୍ୟୁତ ହୋଇଛନ୍ତି।...

ସୀତା ନଦୀ ପୋଲ ଉପରେ ପାଣି, ଢେଙ୍କିକୋଟ-ଭୀମକୁଣ୍ଡକୁ ଯୋଗାଯୋଗ ବିଚ୍ଛିନ୍ନ

ପାଟଣା,୨୩ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜନଜୀବନ ବେହାଲ ହୋଇଛି। ପାଟଣା ବ୍ଲକ ନୂଆପଡ଼ା ସୀତା ନଦୀର ପୋଲ ଉପରେ ଲଗାଣ ବର୍ଷା ଫଳରେ ୩ ଫୁଟ ଉଚ୍ଚର ବର୍ଷା...

Video: ବୁଡ଼ିଗଲା ଚାଇନା! ପ୍ରଥମଥର ଦେଖିବାକୁ ମିଳିଲା ଚାଇନାର ଏଭଳି ଅବସ୍ଥା, ଠପ ହୋଇଯାଇଛି ସହର

ବେଜିଂ,୮।୮: ଚାଇନାର ଝେଙ୍ଗଝୋଉ ସହରରେ ସମ୍ପ୍ରତି ହୋଇଥିବା ମୁଷଳଧାରାରେ ବର୍ଷା ଯୋଗୁ ପ୍ରବଳ କ୍ଷୟକ୍ଷତି ହୋଇଛି। ଲଗାତାର ପ୍ରବଳ ବର୍ଷା ଯୋଗୁ ସହରରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ତୁରନ୍ତ ପ୍ରଭାବରୁ...

ଉବୁଟୁବୁ ହେଉଛି ପାକିସ୍ତାନ-ଚାଇନା! ଗଲାଣି ଶହ ଶହ ଲୋକଙ୍କ ଜୀବନ

ଇସଲାମାବାଦ/ବେଜିଂ,୪।୮: ବର୍ଷା ଯୋଗୁ ସବୁଠି ସାଧାରଣ ଜୀବନ ଯାତ୍ରା ବ୍ୟାହତ ହୋଇଛି। ଗୋଟିଏ ପଟେ ଭାରତର ବିଭିନ୍ନ ଅଞ୍ଚଳ ପାଣିରେ ବୁଡ଼ି ରହିଥିବା ବେଳେ ପଡ଼ୋଶୀ ଦେଶ ପାକିସ୍ତାନରେ ବନ୍ୟା ତାଣ୍ଡବ ସୃଷ୍ଟି କରିଛି। ଚାଇନା ମଧ୍ୟ ବନ୍ୟା ଯୋଗୁ...

ହୀରାକୁଦ ଡ୍ୟାମ୍‌ର ପୁଣି ୨ ଗେଟ୍‌ ଖୋଲିଲା, ୧୧୦ ଫୁଟ ଟପିଲା ଜଳପତ୍ତନ

ସମ୍ବଲପୁର,୧୮ା୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। କ୍ରମଶଃ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଉଥିବାରୁ ଶୁକ୍ରବାର ଅପରାହ୍ନରେ ଜଳଭଣ୍ଡାର ବାମପାଶର୍‌ବର ଆଉ ୨ଟି ସ୍ଲୁଇସ୍‌ ଖୋଲାଯାଇ ବର୍ତ୍ତମାନ ମୋଟ ୪ଟି ସ୍ଲୁଇସ୍‌...

କଙ୍ଗୋରେ ପ୍ରବଳ ବର୍ଷା, ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ

କିନଶାସା,୧୫।୪: ଡେମୋକ୍ରାଟିକ ରିପବ୍ଲିକ ଅଫ କଙ୍ଗୋ (DRC)ର ଅନେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ବନ୍ୟା ବିପର୍ଯ୍ୟୟ ସୃଷ୍ଟି କରିଛି। ଦେଶର ରାଜଧାନୀ କିନଶାସା ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ସଦ୍ୟତମ ସୂଚନା ଅନୁଯାୟୀ,...

ସାଳନ୍ଦୀ-ନାଳିଆ ନଦୀରେ ବନ୍ୟା, ୬ ହଜାର ଲୋକ ପାଣିଘେରରେ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ବନ୍ୟା ଆସିଛି। ଯାହାଫଳରେ ଭଦ୍ରକ ଜିଲା ତିହଡ଼ି ବ୍ଲକ ଅଧୀନ ବିଲଣା ଓ କୁବେରା ପଞ୍ଚାୟତରେ ପରିସ୍ଥିତି ଉଦ୍‌ବେଗଜନକ ହୋଇଛି। ବନ୍ୟା ଯୋଗୁ ଉଭୟ ପଞ୍ଚାୟତର ୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri