ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧.୨୦ ଲକ୍ଷ ଟଙ୍କା ଭୁବନେଶ୍ୱର,୨୪।୯: ଚଳିତ ସେପ୍ଟେମ୍ବରରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଜିଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତମାସ ୧୮ ତାରିଖରେ ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ...