ଭୁବନେଶ୍ୱର,୨୪।୯: ଚଳିତ ସେପ୍ଟେମ୍ବରରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଜିଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ…