ଯାଜପୁର,୨୫।୮: ଯାଜପୁର ଜିଲାରେ ବୈତରଣୀ ନଦୀର ବନ୍ୟାଜଳ ତାଣ୍ଡବ ରଚିଛି। ଦଶରଥପୁର ଅଞ୍ଚଳର କଟିକଟା ଗାଁର ବୃଦ୍ଧ ଭାଗବତ ମାଝୀ (୭୨)ଙ୍କ ବନ୍ୟାଜଳରେ ବୁଡ଼ି ମୃତ୍ୟୁ ହୋଇଛି।…