କେନ୍ଦ୍ରାପଡ଼ା,୧୮।୭: ଖରସ୍ରୋତା, ବ୍ରାହ୍ମଣୀ ଓ କାଣୀ ନଦୀରେ ବନ୍ୟା ଯୋଗୁଁ କେନ୍ଦ୍ରାପଡ଼ା ଜିଲାରେ ସ୍ଥିତି ଗମ୍ଭୀର ହୋଇପଡ଼ିଛି। ଜିଲାର ତଳିଆ ଅଞ୍ଚଳଗୁଡ଼ିକ ଜଳବନ୍ଦୀ ହୋଇପଡ଼ିଥିବା ବେଳେ ରାଜନଗର,…