ମୟୂରଭଞ୍ଜ ପ୍ରବଳରୁ ଅତି ପ୍ରବଳ ବର୍ଷା: ଉପୁଜିଲା ବନ୍ୟା ଆଶଙ୍କା ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପଜନିତ ବର୍ଷା ପ୍ରଭାବରେ ବନ୍ୟା ପରିସ୍ଥିତି ଉପୁଜିଛି। ଜିଲାର ବିଭିନ୍ନ ବ୍ଲକ ସମେତ ଶିମିଳିପାଳର ବିଭିନ୍ନ ସ୍ଥାନରେ ସୋମବାର ସକାଳ ୬ଟାରୁ ମଙ୍ଗଳବାର ସକାଳ ୬ଟା ପର୍ଯ୍ୟନ୍ତ ବର୍ଷା ରେକର୍ଡ ହୋଇଛି । ଓଡ଼ିଶା…