Tag Archives: flood water

ବନ୍ୟା ଦାଉରୁ ରକ୍ଷା ପାଇବା ପାଇଁ ବାଛୁରୀକୁ କାନ୍ଧରେ ବୋହିନେଲେ ବ୍ୟକ୍ତି, ଭିଡିଓ ଭାଇରାଲ ପରେ…

ଜମ୍ମୁ-କଶ୍ମୀରରେ ପ୍ରବଳ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଅନେକ ଗାଁ ବୁଡ଼ି ଯିବା ସହ ରାସ୍ତାଘାଟ ଜଳମଗ୍ନ ହୋଇଛି। ଏଠାରେ ରହୁଥିବା ଲୋକମାନେ ସମ୍ପୂର୍ଣ୍ଣ ଭାବରେ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡ଼ିଛନ୍ତି। ତଥାପି ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି।…

ହୀରାକୁଦର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ଆସନ୍ନ ଲଘୁଚାପକୁ ଦୃଷ୍ଟିରେ ରଖି ରୁଲ୍‌କର୍ଭ ନିୟମ ଅନୁସାରେ ହୀରାକୁଦ ଜଳଭଣ୍ଡାରରେ ଜଳପତ୍ତନ ନିମନ୍ତ୍ରଣ ଓ ସୁପରିଚାଳନା ପାଇଁ ଆଗୁଆ ବ୍ୟବସ୍ଥା ସ୍ବରୂପ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଫଳରେ ପ୍ରଥମେ ଶନିବାର ୮ଟି…

ଉଛୁଳୁଛି ବ୍ରାହ୍ମଣୀ: ରାସ୍ତାରେ ୫ ଫୁଟର ପାଣି, ଭୂସ୍ଖଳନ ହେବାରୁ…

ବଣାଇଁ,୨୭ା୭(ପ୍ରଦୀପ ତ୍ରିପାଠୀ): ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ ହୋଇଛି ବଣାଇଁ ଉପଖଣ୍ଡ ଅଞ୍ଚଳ। ପ୍ରବଳ ବର୍ଷାର ପ୍ରଭାବରେ ବ୍ରାହ୍ମଣୀ ଫୁଲିବା କାରଣରୁ ଗୋଟେ ପଟେ ଲହୁଣିପଡ଼ା-ବାରକୋଟ ୧୦ ନମ୍ବର (କ) ରାଜ୍ୟ ରାଜପଥର ସିହିଡିଆଠାରୁ ମସିନ୍ତା ପର୍ଯ୍ୟନ୍ତ ପ୍ରାୟ ୫…

ମାଡ଼ିଲା ବନ୍ୟାଜଳ: ଆରଡ଼ି-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ

ଧୂଷୁରୀ,୨୭ା୭(ଦୀପ୍ତିରଞ୍ଜନ ନାୟକ): ବୈତରଣୀରେ ବଡ଼ ବନ୍ୟା ଆସିଛି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଓଳଗ, ସୁନ୍ଦରପୁର, ନାନ୍ଦପୁର ଓ ଆରଡ଼ି ଆଦି ୪ ପଞ୍ଚାୟତର ୨୩ଟି ଗାଁ ବନ୍ୟା ଦ୍ବାରା ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି। ବୋଡ଼କ ନିକଟରେ ୨୦ ନଂ…

ବନ୍ୟାଜଳରେ ଭାସିଗଲା ଗେଙ୍ଗୁଟି ନଦୀ ପୋଲ

ଭଦ୍ରକ,୨୭ା୭(ସନାତନ ରାଉତ): ବୈତରଣୀ ନଦୀରେ ବିପଦ ସଙ୍କେତ ଉପରେ ଜଳସ୍ତର ପ୍ରବାହିତ ହେଉଥିବା ବେଳେ ଶନିବାର ରାତିରେ ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକର ବିଭିନ୍ନ ଗାଁ ଜଳମଗ୍ନ ହୋଇଛି। ଭଣ୍ଡାରିପୋଖରୀ ଷୋଳମପୁର ପଞ୍ଚାୟତରେ ତିଖିଲିଆକୁ ସଂଯୋଗ କରୁଥିବା ଗେଙ୍ଗୁଟି ନଦୀ ଉପରେ…

ଉପରମୁଣ୍ଡରେ ପ୍ରବଳ ବର୍ଷା: ବଢୁଛି ବୁଢ଼ାବଳଙ୍ଗ ଜଳସ୍ତର, ବନ୍ୟା ସ୍ଥିତିକୁ…

ବୈଶିଙ୍ଗା,୨୬ା୭(ରତନ ଦାଶ): ମୟୂରଭଞ୍ଜ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବା ସହିତ ବୈଶିଙ୍ଗା ଥାନା ଅର୍ନ୍ତଗତ ପାଟଳିପୁରା ପଞ୍ଚାୟତରେ ବୁଢ଼ାବଳଙ୍ଗ ଜଳସ୍ତର ବଢ଼ିଛି। ବନ୍ୟା ପରିସ୍ଥିତିକୁ ଆକଳନ କରି ପ୍ରଶାସନ ପକ୍ଷରୁ ତଳିଆ…

ବିପଦ ସଙ୍କେତ ପାର କଲା ବୈତରଣୀ , ଆଶଙ୍କାରେ ତଳିଆ ଅଞ୍ଚଳ

ଆନନ୍ଦପୁର,୨୬ା୭(ସୁଶାନ୍ତ କୁମାର ସାହୁ): ଲଘୁଚାପ ଜନିତ ପ୍ରବଳ ବର୍ଷା ପ୍ରଭାବରୁ ବଢୁଛି ବୈତରଣୀ ନଦୀର ଜଳସ୍ତର। ଶନିବାର ପୂର୍ବାହ୍ନ ୧୦ଟାରେ ଆନନ୍ଦପୁର ନିକଟରେ ବୈତରଣୀ ଜଳସ୍ତର ବିପଦ ସଙ୍କେତ ପାର କରିଛି। ଚମ୍ପୁଆରେ ୯୭.୨୦ ମିଲିମିଟର ବର୍ଷା ହୋଇଥିବା ବେଳେ ତା’ର…

ଲଗାଣ ବର୍ଷାରେ ପାଟଣା ଅଞ୍ଚଳ ବେହାଲ: ପୋଲ ଉପରେ ବର୍ଷାଜଳ, ଗମନାଗମନ ବ୍ୟାହତ

ପାଟଣା,୨୬ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀନାଳ ଫୁଲିବା ସହ କେତେକ ପୋଲ ଉପରେ ବର୍ଷାଜଳ ପ୍ରବାହିତ ହେଉଥିବାରୁ ଗମନାଗମନ ପ୍ରବାହିତ ହୋଇଛି। ପାଟଣା ଦେଇ ପ୍ରବାହିତ…

ସତର୍କ ସଙ୍କେତ ଉପରେ ବୈତରଣୀ

ଭଦ୍ରକ,୭ା୭: ଭଦ୍ରକ ଜିଲା ଆଖୁଆପଦାରେ ସତର୍କ ସଙ୍କେତ ଉପରେ ବୈତରଣୀ ନଦୀର ଜଳ ପ୍ରବାହିତ ହେଉଛି। ତେବେ ଏହି ନଦୀର ସତର୍କ ସଙ୍କେତ ୧୭.୮୩ ମି. ହୋଇଥିବାବେଳେ ସୋମବାର ୧୮.୦୩ ମିଟର ଜଳ ପ୍ରବାହିତ ହେଉଛି। ସୂଚନା ଥାଉକି, ବୈତରଣୀ ନଦୀର…

ଖୋଲିଲା ହୀରାକୁଦ ଗେଟ୍‌, ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର,୬ା୭: ଆଜି ଅର୍ଥାତ୍‌ ରବିବାର ହୀରାକୁଦ ଡ୍ୟାମ୍‌ର ଗେଟ୍‌ ଖୋଲାଯାଇଛି। ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନଂ ଗେଟ୍‌ ଖୋଲାଯାଇଥିବାବେଳେ ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍‌ ଖୋଲାଯିବ। ଆଜି ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛଡ଼ା ଯାଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ଏହି…

ବନ୍ୟାପାଣି ପାର୍‌ ହୋଇ କନ୍ୟାଙ୍କ ହାତ ଧରିବାକୁ ଡଙ୍ଗାରେ ଗଲେ ବର

ବାରିପଦା,୨୩ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନେଦା ଗ୍ରାମରେ ବରକୁ ଡଙ୍ଗାରେ ବସାଇ ବରଯାତ୍ରୀମାନେ କନ୍ୟା ଘର ଅଭିମୁଖେ ଯାଉଥିବାର ରୋଚକ ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଗୋଟିଏ ପଟେ ଅଦିନିଆ ବର୍ଷା ଲାଗି ରହିଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri