Tag Archives: flood

ସାଳନ୍ଦୀ-ନାଳିଆ ନଦୀରେ ବନ୍ୟା, ୬ ହଜାର ଲୋକ ପାଣିଘେରରେ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପରେ ସାଳନ୍ଦୀ ଓ ନାଳିଆ ନଦୀରେ ବନ୍ୟା ଆସିଛି। ଯାହାଫଳରେ ଭଦ୍ରକ ଜିଲା ତିହଡ଼ି ବ୍ଲକ ଅଧୀନ ବିଲଣା ଓ କୁବେରା ପଞ୍ଚାୟତରେ ପରିସ୍ଥିତି ଉଦ୍‌ବେଗଜନକ ହୋଇଛି। ବନ୍ୟା ଯୋଗୁ ଉଭୟ ପଞ୍ଚାୟତର ୬...

ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା, ଏସବୁ ଜିଲାରେ ଭୟଙ୍କର…

ଭୁବନେଶ୍ୱର,୨୫ା୧୦: ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ।...

ଫୁଲୁଛି ସୁବର୍ଣ୍ଣରେଖା: ପୁଣି ଏକ ବନ୍ୟା ଆଶଙ୍କା, ଲୋକେ ଭୟଭୀତ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ଉତ୍ତର ବାଲେଶ୍ୱର ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିସହ ହୋଇପଡ଼ିଛି। ୩ ଦିନ ଧରି ତୁହାକୁ ତୁହା ବର୍ଷା ଲାଗି ରହିବାରୁ ଗ୍ରାମ, ବଜାର, ହାଟ ବର୍ଷା ପାଣିରେ ବୁଡ଼ିଯାଇ ବେହାଲ ହୋଇଛି।...

ବନ୍ୟା ନିୟନ୍ତ୍ରଣ, ଜଳସେଚନ ପ୍ରକଳ୍ପପାଇଁ ବଡ଼ ପ୍ୟାକେଜ୍‌ ଘୋଷଣା

ନୂଆଦିଲ୍ଲୀ,୨୪।୦୭: ବିଭିନ୍ନ ରାଜ୍ୟରେ ବନ୍ୟା ନିୟନ୍ତ୍ରଣ ବ୍ୟବସ୍ଥା ବଢ଼ାଇବା ଏବଂ ଜଳସେଚନ ପ୍ରକଳ୍ପଗୁଡ଼ିକର ବିକାଶ ପାଇଁ କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ୧୧,୫୦୦ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ତ୍ୱରିତ୍‌ ସେଚ ଲାଭ କାର୍ଯ୍ୟକ୍ରମ ଓ ଅନ୍ୟାନ୍ୟ ଉତ୍ସ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri