୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ… ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ ହୋଇଥିଲେ। ତାଙ୍କର ଖରାପ ଫର୍ମ ଟିମ ଇଣ୍ଡିଆ ପାଇଁ ଚିନ୍ତାର କାରଣ। ଏବେ,…