ପଡ଼ୋଶୀଙ୍କ ବାଡ଼ିକୁ ଫୁଲ ତୋଳିବାକୁ ଆସି ଚାଲିଗଲା ଯୁବକଙ୍କ ଜୀବନ, ଗାଁରେ ଉତ୍ତେଜନା ନୀଳଗିରି,୨୧ା୧୧(ପ୍ରଶାନ୍ତ କୁମାର ବିଶ୍ୱାଳ): ଜଣେ ଘରମାଲିକଙ୍କ ଅମାନବୀୟ କାର୍ଯ୍ୟ ଯୋଗୁ ଜଣେ ଯୁବକଙ୍କ ଜୀବନ ଯାଇଛି। ଫୁଲଗଛରେ ଘରମାଲିକ କରେଣ୍ଟ ଲଗାଇଥିଲେ। ଯୁବକ ଜଣକ ଫୁଲ ତୋଳିବାକୁ ଆସି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜୀବନ ଚାଲିଯାଇଛି। ଏହାକୁ ନେଇ ଗାଁରେ...