ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….
ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍ ଅଭିଭ୍ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍ପିଟ୍ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ ଘଟିଥିବା ହୋହଲ୍ଲା, ଯାତ୍ରୀଙ୍କ ଚିତ୍କାର ଏବଂ ଆକ୍ରମଣକାରୀଙ୍କୁ କାବୁ କରିବା ପାଇଁ ଚାଲିଥିବା…

