ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?
ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ ଅନୁସାରେ, ଉଡ଼ାଣ ସମୟରେ ହୋଇଥିବା ଆକ୍ରମଣରେ ସେ ଆହତ ହୋଇଥିଲେ । ଆହତ…

