ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ… ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ ଶେଷରେ ଲଞ୍ଚ କରିଦେଇଛି। ଏହା ସହିତ କମ୍ପାନୀ ଅଫିସିଆଲ ଭାବେ ଇଭି (EV)…