ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି । ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଗୋଟିଏ ପଟେ ବିଜେଡି ଆନ୍ଦୋଳନ କରୁଥିବାବେଳେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇ ଆନ୍ଦୋଳନକୁ ଜୋରଦାର କରିଛି।...
ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍ଜିରେ ବିଜେଡି କର୍ମୀ ଆନ୍ଦୋଳନ କରୁଥିବାବେଳେ ଆଜି କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ସୌମ୍ୟାଶ୍ରୀଙ୍କ ରୁମ୍ମେଟ୍...
କୋଟପାଡ଼,୧୭ା୭(ରାଜଶେଖର): କୋଟପାଡ଼ କଂଗ୍ରସ କମିଟି ଛତିଶଗଡ଼ ଓଡ଼ିଶା ଜାତୀୟ ରାଜପଥ ୬୩ ଫାଟକ ନିକଟରେ ପ୍ରତିବାଦ, ଶତାଧିକ ଭାରୀଯାନ ରାସ୍ତା ଦୁଇ ପାର୍ଶ୍ୱରେ ଅଟକିଛି l ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତିକୁ ନେଇ ଦୋଷୀଙ୍କୁ କଠୋର ଦଣ୍ଡ...
Archives
Model This Week
ପିଲାଙ୍କ ଧରିତ୍ରୀ