Tag Archives: Foemer CM Mamata Banerjee

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ ଲୋଗୋ ଏବଂ ଅସ୍ଥାୟୀ ପ୍ରତୀକ ‘ଫୁଟବଲ ଖେଳାଳି’ ପ୍ରକାଶ କରିଛି। ଅକ୍ଟୋବର ୬ରେ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ ଆସିଛି। ପ୍ରାରମ୍ଭରେ, ରବିଉଲ କହିଥିଲେ ଯେ ସେ ନିର୍ବାଚନ ଲଢ଼ିବେ ନାହିଁ ଏବଂ…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ ଅତ୍ୟାଚାର ବନ୍ଦ ନହୁଏ, ତେବେ ସେମାନେ ନୂଆଦିଲ୍ଲୀରେ ଭାଜପା ନେତାଙ୍କ ବାସଭବନ ବାହାରେ…

ମମତା ବାନାର୍ଜୀଙ୍କ କାର ଉପରକୁ ପଥରମାଡ଼: ଚୋର-ଚୋର ନାରା ଦେଲେ….

କୋଲକାତା,୯ା୮: ପଶ୍ଚିମବଙ୍ଗର ହାଲିସହରରେ ତୃଣମୂଳ କଂଗ୍ରେସର ଜଣେ ମୃତ କର୍ମୀଙ୍କ ପରିବାରକୁ ଭେଟିବାକୁ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜୋରଦାର ବିରୋଧର ସାମ୍ନା କରିବାକୁ ପଡ଼ିଛି । ତାଙ୍କ କାରକୁ ରାସ୍ତାରେ ଅଟକାଇ କାଦୁଅ ଏବଂ ଚପଲମାଡ଼ କରାଯାଇଥିବା ନେଇ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି। ସୂତ୍ର ଅନୁଯାୟୀ, ଏହି ପ୍ରସଙ୍ଗରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ଶେଷ ହୋଇଛି…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ଯେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ ଅଧିକ ଟିଏମସି ଏମପି ଦଳ ଛାଡିବାକୁ ଯାଉଛନ୍ତି ଏବଂ ଭାରତୀୟ ଜନତା ପାର୍ଟି…

ଇଣ୍ଡିଆ ମେଣ୍ଟର ବୈଠକ ପୂର୍ବରୁ ଦିଲ୍ଲୀରେ ଥିବା ମମତାଙ୍କୁ ଲାଗିଲା ଶକ୍ତ ଝଟକା

ନୂଆଦିଲ୍ଲୀ,୮।୬: ବଙ୍ଗଳାରେ ବିପର୍ଯ୍ୟୟର ସମ୍ମୁଖୀନ ହେବା ପରେ, ମମତା ବାନାର୍ଜୀ ଏବେ ଦିଲ୍ଲୀରେ ଏକ ବଡ଼ ଝଟକା ପାଇଛନ୍ତି। ଟିଏମସି ରାଜ୍ୟ ସଭା ଏମପି ସୁଖେନ୍ଦୁ ଶେଖର ରାୟ ତାଙ୍କ ସଂସଦୀୟ ଆସନରୁ ଇସ୍ତଫା ଦେଇଛନ୍ତି। ସେ କହିଛନ୍ତି ଯେ ସେ…

ମମତାଙ୍କୁ ପୁଣି ଲାଗିବ ଶକ୍ତ ଧକ୍କା! ପଶ୍ଚିମବଙ୍ଗ ପରେ ଏବେ…

କୋଲକାତା,୮।୬: ପଶ୍ଚିମବଙ୍ଗ ପରେ, ତୃଣମୂଳ କଂଗ୍ରେସ (TMC) ଏବେ ଦିଲ୍ଲୀରେ ମଧ୍ୟ ଝଟକା ପାଇପାରେ। TMC ସୁପ୍ରିମୋ ମମତା ବାନାର୍ଜୀ ବର୍ତ୍ତମାନ INDIA ମେଣ୍ଟ ବୈଠକରେ ଯୋଗଦେବା ପାଇଁ ଦିଲ୍ଲୀରେ ଅଛନ୍ତି। ଏହି ମଧ୍ୟରେ, ରିପୋର୍ଟ ଅନୁଯାୟୀ ଦୁଇ TMC ରାଜ୍ୟ…

ମମତାଙ୍କୁ ବଡ଼ ଅଫର ଦେଲେ ହୁମାୟୁନ୍‌ କବୀର, ଜାଣନ୍ତୁ କ’ଣ ଏହି ଅଫର? ସଭିଏଁ ପଡିଲେଣି ଚିନ୍ତାରେ!

କୋଲକାତା,୪।୬: ଗୁରୁବାର ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଘଟଣା ଘଟିଲା ଯେତେବେଳେ AJUP (ଆମ ଜନତା ଉନ୍ନୟନ ପାର୍ଟି)ର ପ୍ରତିଷ୍ଠାତା ହୁମାୟୁନ କବୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବିଧାନସଭାକୁ ଫେରିବା ପାଇଁ ଏକ ଖୋଲା ପ୍ରସ୍ତାବ ଦେଲେ। ତୃଣମୂଳ କଂଗ୍ରେସ…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ ଗୋଟିଏ ଦିନ ଛୁଟି ରହିବ। ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ବଙ୍ଗଳା ସରକାର ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?