ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ବର୍ଷାରେ ଜନଜୀବନ ପ୍ରଭାବିତ ହୋଇଛି। ଦିନ ତମାମ ପାଗ ମେଘୁଆ ସହ ବର୍ଷା ଲାଗିରହିଛି।…