Tag Archives: fog

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଅତ୍ୟନ୍ତ କମ୍‌ ଦୃଶ୍ୟମାନତା ମଧ୍ୟରେ କେବଳ ଗୋଟିଏ ବିମାନ ଉଡ଼ାଣ…

ରାଜ୍ୟରେ ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୧୭ା୧୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ହାଡ଼ଭଙ୍ଗା ଶୀତରେ ଥରୁଛି ରାଜ୍ୟ। ଦିନକୁ ଦିନର ଶୀତର ପ୍ରକୋପ ବଢ଼ୁଥିବା ବେଳେ ଜି.ଉଦୟଗିରିରେ ଦୈନନ୍ଦିନ ପାରଦ ତଳମୁହାଁ ହେଉଛି। ଫଳରେ ଅଞ୍ଚଳବାସୀଙ୍କ ଜୀବନଜୀବିକା ପ୍ରଭାବିତ ହେଉଛି। ପ୍ରବଳ ଶୀତ ଯୋଗୁ ସକାଳ ୧୦ଟା ପର୍ଯ୍ୟନ୍ତ…

ଉପକୂଳ ଓଡ଼ିଶାରେ ଲଗାତର ୧୦ ଦିନ କୁହୁଡ଼ି: ୬ବର୍ଷରେ ପ୍ରଥମ ଘଟଣା

ଭୁବନେଶ୍ୱର,୩୧ା୧(ଅନୁରାଧା ମହାରଣା): ଉପକୂଳ ଓଡ଼ିଶାରେ ଗତ ୨୧ରୁ ୩୦ ତାରିଖ ଯାଏ ୧୦ଦିନ ଧରି ଲଗାତାର ଭାବେ ଘନ କୁହୁଡି ଅନୁଭୂତ ହେଉଛି। ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁଚାପ ବଳୟର ଉପସ୍ଥିତି ତଥା ପଶ୍ଚିମାଝଡ଼ର ଆଗମନ ଯୋଗୁ ଏପରି ପାଣିପାଗ ପରିସ୍ଥିତି…

ଘନକୁହୁଡ଼ି ସହ ବାଲିଗୁଡ଼ାକୁ ପୁଣି ଫେରିଛି ଶୀତ, ଯାନବାହନ ଚଳାଚଳରେ ବାଧା

ବାଲିଗୁଡ଼ା,୬ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରି। ଲଘୁଚାପ ବର୍ଷା ପରେ ଖସୁଛି ପାରଦ ବଢୁଛି ଶୀତ। ଘନ କୁହୁଡ଼ି ସହ ପୁଣି ଫେରିଛି ଶୀତ, ଦିନ…

ଝରିଗାଁରେ ଘନକୁହୁଡ଼ି ସହ ଶୀତ ଲହରୀ, ଚା’ର ମଜା ନେଉଛନ୍ତି ଲୋକେ

ଝରିଗାଁ,୧ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ଚଳିତବର୍ଷ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ଘନକୁହୁଡ଼ି ସହ ଶୀତର ଲହରୀ ଦେଖାଦେଇଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଗତ ତିନିଦିନ ହେବ ଘନକୁହୁଡ଼ି ସକାଳ ୯ଟା ପର୍ଯ୍ୟନ୍ତ ପଡୁଥିବାରୁ ଯାତାୟାତ କରୁଥିବା ଯାନବାହନ ଚଳାଚଳରେ ବାଧା…

କେନ୍ଦୁଝରରେ ପ୍ରଥମ କୁହୁଡ଼ି, ଶୀତର ଆଗମନକୁ ସ୍ବାଗତ

କେନ୍ଦୁଝର,୧୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷର ପ୍ରଥମ କୁହୁଡ଼ି କେନ୍ଦୁଝର ଜିଲାରେ ଦେଖିବାକୁ ମିଳିଛି। ଶୀତର ଆଗମନକୁ ସତେ ଯେପରି ସ୍ବାଗତ କରିଛି। ଏହି କୁହୁଡ଼ି ପ୍ରାୟ ସକାଳ ୭.୩୦ ପର୍ଯ୍ୟନ୍ତ ଦେଖିବାକୁ ମିଳିଥିଲା। ଫଳରେ ରାସ୍ତା ଭଲ ଭାବରେ ଦେଖାଯାଉନଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?