ପୁରୀ ରଥଯାତ୍ରାରେ ୨୦ଲକ୍ଷ ଶ୍ରଦ୍ଧାଳୁଙ୍କୁ ଭୋଜନ ସେବା ଭୁବନେଶ୍ୱର,୮।୭ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିନ୍ଦଲ ଫାଉଣ୍ଡେଶନ ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ସାମିଲ ହୋଇ ଦେୟ ମୁକ୍ତ ସେବା ଓ ସୁବିଧା ଭକ୍ତମାନଙ୍କୁ ଯୋଗାଇ ଦେଇଥିଲା। ବିଶେଷ କରି ନବଯୌବନ ଦର୍ଶନରୁ ସୁନାବେଶ…