ନୂଆଦିଲ୍ଲୀ,୯।୬: ଫୁଟ୍ବଲ୍ ବାଦ୍ଶାହା କ୍ରିଷ୍ଟିଆନୋ ରୋନାଲ୍ଡୋ ଭାବପ୍ରବଣ ପଡ଼ିଆରେ ଭାବପ୍ରବଣ ହୋଇପଡ଼ିଛନ୍ତି। ଏହି ଲୁହ ଆନନ୍ଦର ଥିଲା। ପର୍ତ୍ତୁଗାଲ ନେସନ୍ସ ଲିଗର ଫାଇନାଲରେ ପେନାଲ୍ଟି ସୁଟଆଉଟରେ ସ୍ପେନକୁ…