ବିଶ୍ୱର ସବୁଠୁ ଶକ୍ତିଶାଳୀ ଦେଶ: ଟପ୍-୧୦ରୁ ବାଦ୍ ପଡ଼ିଲା ଭାରତ ନୂଆଦିଲ୍ଲୀ/ଓ୍ବାଶିଂଟନ୍,୩।୨: ଫୋବର୍ସ ୨୦୨୫ରେ ବିଶ୍ୱର ୧୦ଟି ସବୁଠାରୁ ଶକ୍ତିଶାଳୀ ଦେଶର ରାଙ୍କିଂ ପ୍ରକାଶ କରିଛି। ଏଥିରେ ଭାରତକୁ ଶ୍ରେଷ୍ଠ ୧୦ରୁ ବାଦ ଦିଆଯାଇଛି। ଏହି ତାଲିକା ଅନେକ ଗୁରୁତ୍ୱପୂର୍ଣ୍ଣ ପାରାମିଟର ଉପରେ ଆଧାରିତ। କିନ୍ତୁ ଭାରତ ଭଳି ଏକ ଦେଶକୁ ବାଦ…