ଖାମେନେଇଙ୍କ ମୃତ୍ୟୁର ୫ ଦିନ ପରେ ଶୋକ ପ୍ରକାଶ କଲା ଭାରତ, ଇରାନ ଦୂତାବାସରେ ପହଞ୍ଚିଲେ ବୈଦେଶିକ ସଚିବ ବିକ୍ରମ ମିଶ୍ରୀ ନୂଆଦିଲ୍ଲୀ,୫।୩: ଭାରତ ସରକାରଙ୍କ ପକ୍ଷରୁ, ବୈଦେଶିକ ସଚିବ ବିକ୍ରମ ମିଶ୍ର ଗୁରୁବାର (ମାର୍ଚ୍ଚ ୫, ୨୦୨୬) ନୂଆଦିଲ୍ଲୀସ୍ଥିତ ଇରାନ ଦୂତାବାସରେ ଏକ ଶୋକ ପୁସ୍ତକରେ ସ୍ବାକ୍ଷର କରିଥିଲେ ଏବଂ ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ…