କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ସଦ୍ୟତମ ତଥ୍ୟ ଠିକ ସେହିପରି ସୂଚାଇ ଦେଉଛି। ଭାରତୀୟମାନଙ୍କ ଦ୍ୱାରା…