ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ… ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର ଅଜଗର ସାପକୁ ବନବିଭାଗ ଉଦ୍ଧାର କରିଛି। ବନବିଭାଗ ପାରା ଷ୍ଟାଫ୍ ଏମ୍ଡି ଓ୍ବାସିମଙ୍କ…