ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ ଠକେଇର ଶିକାର ହୋଇଥିବା ଯୁବକ ରାୟଗଡ ଗୁଣପୁରର ମନୋଜ କୁମାର ଭକ୍ତ ବୋଲି...