ନୂଆଦିଲ୍ଲୀ, ୨୨।୫ (ପି.ଟି.): ୨୦୨୪ରେ ଭାରତ ୧୮,୨୦୦ ହେକ୍ଟରର ପ୍ରାକୃତିକ ଜଙ୍ଗଲ ହରାଇଛି। ଗ୍ଲୋବାଲ ଫରେଷ୍ଟ ଓ୍ବାଚ୍ ଏବଂ ୟୁନିଭର୍ସିଟି ଅଫ୍ ମେରିଲାଣ୍ଡ ପକ୍ଷରୁ ଏ ସମ୍ପର୍କିତ…