ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍ ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଇଥିବା ଜଣାପଡିଛି । ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ...