ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍, କେଜିଏ ସୁନା
ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର ଓ ସେମିଳିଗୁଡ଼ାରେ ୭ଟି ଦାମୀ ପ୍ଲଟ୍ ରହିଛି। ଫରେଷ୍ଟରଙ୍କର ପ୍ରାୟ କେଜିଏ ସୁନା...
ବଡ଼ଧରଣର ଭିଜିଲାନ୍ସ ରେଡ୍: ଏକକାଳୀନ ଫରେଷ୍ଟରଙ୍କ ୫ଟି ଠିକଣାରେ ଚଢ଼ାଉ
କୋରାପୁଟ,୨୬।୧୨(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): ଆୟ ବହିର୍ଭୂତ ସମ୍ପତ୍ତି (DA) ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଶୁକ୍ରବାର କୋରାପୁଟ ଫରେଷ୍ଟ ଡିଭିଜନ୍ର ଫରେଷ୍ଟର ନିରଞ୍ଜନ ଶତପଥୀଙ୍କର ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ଭୁବନେଶ୍ୱରସ୍ଥିତ ସ୍ପେଶାଲ ଜଜ୍, ଭିଜିଲାନ୍ସଙ୍କ...


