‘କକ୍ରୋଚ ଜନତା ପାର୍ଟି’, ପରେ ‘ପିମ୍ପୁଡ଼ି ଜନତା ପାର୍ଟି’ ନୂଆ ଦଳ ଗଠନ କଲେ ପୂର୍ବତନ ଭାଜପା ନେତା ମେରଠ,୭।୬: ମେରଠରେ ଏକ ନୂଆ ରାଜନୈତିକ ଦଳ ଗଠନ ଘୋଷଣା କରାଯାଇଛି। ପୂର୍ବତନ ଭାଜପା ନେତା ଅନୁପ ରାଘବ ‘ଚିଣ୍ଟିି ଜନତା ପାର୍ଟି’ ନାମରେ ଏକ ସଂଗଠନ ଆରମ୍ଭ କରିଛନ୍ତି। ସେ ଦାବି କରିଛନ୍ତି ଯେ ଦଳ ସାଧାରଣ ଲୋକଙ୍କ ସମସ୍ୟାକୁ…