ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଥିଲେ। ସେ ପ୍ରଶ୍ନ କରିଥିଲେ ଯେ…