କାର୍ରେ ଆସୁଥିବାବେଳେ ଦୁର୍ଘଟଣା: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ତ୍ରୀ-ଝିଅ ଆହତ ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍ ପଛରେ ଏକ କାର୍ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାର୍ରେ ବସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ...