ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ… କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ରଞ୍ଜନ ଜୀବନ ବିନ୍ଦୁ କଟକ…