ଅଭିଷେକ-ବୈଭବଙ୍କ ବ୍ୟାଟିଂ ଦେଖି ତାଜୁବ୍ ପାକିସ୍ତାନ! କାନ ଧରି ପୂର୍ବତନ କ୍ରିକେଟର କହିଲେ….
ନୂଆଦିଲ୍ଲୀ,୨୮।୧୦ : ଭାରତୀୟ ଓପନରଙ୍କ ବିସ୍ଫୋରକ ବ୍ୟାଟିଂ ଦେଖି ଚକିତ ହୋଇଯାଇଛନ୍ତି ପାକିସ୍ତାନର ପୂର୍ବତନ କ୍ରିକେଟର । ଅଭିଷେକ ଶର୍ମା ଓ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଆକ୍ରମଣାତ୍ମକ ବ୍ୟାଟିଂକୁ ନେଇ ଏବେ ଚର୍ଚ୍ଚା ଜୋର୍ ଧରିଛି । ଭାରତ-ନ୍ୟୁଜିଲାଣ୍ଡ ମ୍ୟାଚ୍ରେ…

