ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ସ୍ବର୍ଗତ ସିଂହ ବିଜେଡିର ଜଣେ ଆଗଧାଡ଼ିର…