ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍ ସୋହେଲା,୬ା୬(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକ୍ଙ୍କ ଶୁକ୍ରବାର ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ସେ କିଛିଦିନ ହେଲା ରକ୍ତ ଶର୍କରା ଜନିତ ରୋଗ ପାଇଁ ବରଗଡ଼ର ଏକ ଘରୋଇ…