ରକ୍ଷକ ହୋଇ ଭକ୍ଷକ ସାଜିଥିବା ପୂର୍ବତନ ବିଧାୟକ ଧର୍ମଶାଳାବାସୀଙ୍କୁ କ୍ଷମା ମାଗନ୍ତୁ, ଏପରି ଅଭିଯୋଗ ଆଣି… ଧର୍ମଶାଳା,୧ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ପୂର୍ବ ସରକାର ସମୟରେ ଅନେକ ଦୁର୍ନୀତି ହୋଇଥିବା ବେଳେ ପୋଲିସ ପ୍ରଶାସନ, ଖଣି ଉପନିର୍ଦ୍ଦେଶକ ଏବଂ ତହସିଲ ପ୍ରଶାସନ ମିଳିତ ଭାବେ ନେତାଙ୍କ ଚାପରେ ତାଙ୍କ ଉପରେ କରିଥିବା ଅତ୍ୟାଚାର ଓ ବେଆଇନ କାର୍ଯ୍ୟ…