ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ୨୦୦୪ ରୁ ୨୦୦୯ ଯାଏଁ ଥିଲେ…. ଭୁବନେଶ୍ବର,୨୬।୧୨: ପୂର୍ବତନ ବିଧାୟିକାଙ୍କ ପରଲୋକ । କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କର ଦେହାନ୍ତ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ହୋଇଥିବା ସୂଚନା ରହିଛି । ଖବର ଅନୁସାରେ, ସେ ଦୀର୍ଘ ଦିନ ଧରି ଅସୁସ୍ଥ ରହିଥିବା...