ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ… ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦୁର୍ଗାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଦୁର୍ଗା କନ୍ଧମାଳ DRCSରେ SARCS…