ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍ପି, କହିଲେ ବିନା ପିସିରେ.. ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ ପୂର୍ବତନ ଲୋକ ସଭା ଏମ୍ପି ବାଳଗୋପାଳ ମିଶ୍ର ବଲାଙ୍ଗୀର ଗ୍ରାମ୍ୟ ଭନ୍ନୟନ (ଆର୍ଡି) ବିଭାଗ…