ପୂର୍ବତନ କଂଗ୍ରେସ ସଭାପତି ଜୟଦେବ ଜେନାଙ୍କୁ ମିଳିଲା ହତ୍ୟା ଧମକ, ଅଧ ରାତିରେ ଫୋନ୍ କରି କଥା ହେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, ୬।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ଜୟଦେବ ଜେନାଙ୍କୁ ଦିଆଯାଇଥିବା ହତ୍ୟା ଧମକ ଉପରେ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି ଏବଂ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ...