Tag Archives: Former PM Manmohan Singh

କୌଣସି ପ୍ରମାଣ ନାହିଁ… ୧୧ ବର୍ଷ ପୁରୁଣା ମାମଲାରେ ମନମୋହନ ସିଂଙ୍କୁ କ୍ଲିନଚିଟ୍

ନୂଆଦିଲ୍ଲୀ,୨୯ା୭: କୋଇଲା ବ୍ଲକ ଆବଣ୍ଟନ ମାମଲାରେ ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିରୋଧରେ ଜାରି ସମନକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ତାଙ୍କୁ କ୍ଲିନଚିଟ୍ ମିଳିଛି । ସୁପ୍ରିମକୋର୍ଟ ତାଙ୍କୁ ଅଭିଯୁକ୍ତ…

ଅଧୁରା ରହିଗଲା ମନମୋହନଙ୍କ ଏହି ଇଚ୍ଛା…ଚାହିଁଲେ ବି ଏହି ଘୋଟାଲାରେ କୋର୍ଟ ସମ୍ମୁଖରେ ନିଜକୁ ନିର୍ଦ୍ଦୋଷ ବୋଲି ସାବ୍ୟସ୍ତ କରିପାରିଲେ ନାହିଁ

ନୂଆଦିଲ୍ଲୀ,୨୯।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ୨୬ ଡିସେମ୍ବର ୨୦୨୪ରେ ୯୨ ବର୍ଷରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ଦେଶର ରାଜନୈତିକ ତଥା ଅର୍ଥବ୍ୟବସ୍ଥାରେ ଗଭୀର ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି। ତେବେ କୋଇଲା ଦୁର୍ନୀତି ମାମଲାରେ ଲାଗିଥିବା ଦାଗକୁ ଧୋଇବା…

ନିଗମବୋଧ ଘାଟରେ ରାଷ୍ଟ୍ରୀୟ ସମ୍ମାନ ସହ ହେବ ମନମୋହନ ସିଂଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୭।୧୨: ଦୁଇ ଥର ଭାରତର ପ୍ରଧାନମନ୍ତ୍ରୀ ରହିଥିବା ମନମୋହନ ସିଂଙ୍କ ଗୁରୁବାର ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନଙ୍କ ସ୍ବାସ୍ଥ୍ୟାବସ୍ଥା ସଂନ୍ଧ୍ୟାରେ ବିଗିଡ଼ିବା ଯୋଗୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତେବେ…

‘ଅନ୍ତିମ ସଂସ୍କାର ସେହି ସ୍ଥାନରେ କର, ଯେଉଁଠି…’, କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୭।୧୨: ଶୁକ୍ରବାର କଂଗ୍ରେସ ମୁଖ୍ୟାଳୟରେ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ସିପିପି ସଭାପତି ସୋନିଆ ଗାନ୍ଧୀ, ଲୋକସଭା ବିରୋଧୀ ଦଳର ନେତା ତଥା ସାଂସଦ ରାହୁଲ ଗାନ୍ଧୀ ଏବଂ ଅନ୍ୟ କଂଗ୍ରେସ ନେତାଙ୍କ ଉପସ୍ଥିତିରେ କଂଗ୍ରେସ କାର୍ଯ୍ୟକାରୀ କମିଟିର ଏକ ବୈଠକ…

ଜଣେ ମାର୍ଗଦର୍ଶକଙ୍କୁ ହରାଇଲି: ରାହୁଲ

ନୂଆଦିଲ୍ଲୀ,୨୭ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ପରଲୋକ ହୋଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଲୋକ ସଭାର ବିରୋଧୀ…

ମନମୋହନଙ୍କ କାର୍ଯ୍ୟକାଳରେ ଚର୍ଚ୍ଚିତ ବିବାଦ

ନୂଆଦିଲ୍ଲୀ,୨୬ା୧୨: ସରଳତାରେ ପରିପୂର୍ଣ୍ଣ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ କାର୍ଯ୍ୟକାଳରେ ଅନେକ ବଡ ଉପଲବ୍ଧି ହାସଲ କରିଥିବା ବେଳେ କିଛି ବିବାଦ ମଧ୍ୟ ଦେଖିବାକୁ ମିଳିଥିଲା। ଏଥିରେ ୨ଜି ସ୍ପେକ୍ଟ୍ରମ୍ , କୋଲଗେଟ ଏବଂ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଭଳି ଘୋଟାଲା ମନମୋହନଙ୍କ…

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMS ରେ ଭର୍ତ୍ତି

ନୂଆଦିଲ୍ଲୀ,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ମେଡିକାଲ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୯୨ ବର୍ଷୀୟ ମନମୋହନଙ୍କୁ ଏମର୍ଜେନ୍ସି ବିଭାଗକୁ ଅଣାଯାଇଛି। ତେବେ କେଉଁ କାରଣରୁ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?