ତୃତୀୟ ବିଶ୍ୱଯୁଦ୍ଧ ହେବା ନିଶ୍ଚିତ! ପୂର୍ବତନ ରୁଷିଆ ରାଷ୍ଟ୍ରପତିଙ୍କ ଧମକକୁ ନେଇ ହଇଚଇ ମସ୍କୋ,୧୮।୭: ପୂର୍ବତନ ରୁଷିଆ ରାଷ୍ଟ୍ରପତି ଏବଂ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଘନିଷ୍ଠ ସହଯୋଗୀ ଦିମିତ୍ରୀ ମେଦଭେଦେବ ୟୁକ୍ରେନ ଯୁଦ୍ଧ ସହିତ ଜଡିତ ବିପଦକୁ ଇଙ୍ଗିତ କରିଛନ୍ତି। ସେ କହିଛନ୍ତି, ଯଦି ପାଶ୍ଚାତ୍ୟ ଦେଶଗୁଡ଼ିକ ଦ୍ୱାରା ଯୋଗାଇ ଦିଆଯାଇଥିବା ଅସ୍ତ୍ରଶସ୍ତ୍ର ଯୋଗୁ...