ହସିନା ସରକାରଙ୍କୁ ଗାଦିଚ୍ୟୁତ କରିବାର ଯୋଜନା ଆଗୁଆ ପ୍ରସ୍ତୁତ କରାଯାଇଥିଲା: ୟୁନୁସଙ୍କ ପୂର୍ବତନ ସଚିବ ଦେଲେ ଚମକାଇବା ଭଳି ତଥ୍ୟ
ଢାକା,୨୯।୧୦: ବାଂଲାଦେଶରେ ଛାତ୍ରମାନଙ୍କ ହିଂସାତ୍ମକ ବିକ୍ଷୋଭ ପରେ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଢାକା ଛାଡ଼ିବା ପୂର୍ବରୁ, ଦେଶର ଦାୟିତ୍ୱ ମହମ୍ମଦ ୟୁନୁସଙ୍କୁ ହସ୍ତାନ୍ତର କରାଯାଇଥିଲା। ୟୁନୁସଙ୍କ ପୂର୍ବତନ ସଚିବ ଶଫିକୁଲ ଆଲାମ ଏହି ତଥ୍ୟ ପ୍ରକାଶ କରିଛନ୍ତି। ସେ…

